Skip to main content

User account menu

Show — User account menu Hide — User account menu
  • Log in
Home

ମୁଖ୍ୟ ସୂଚୀ

Show — ମୁଖ୍ୟ ସୂଚୀ Hide — ମୁଖ୍ୟ ସୂଚୀ
  • Home
Submitted by editor on Thu, 02/18/2021 - 13:59

PADAMPUR(ପଦ୍ମପୁର) ଗଣଇସ୍ତାହାର ୧୮/0୨ - ଗତକାଲି ବିଳମ୍ବିତ ରାତିରେ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପ୍ରାଧ୍ୟାପକ ରମାକାନ୍ତ ରାଉତଙ୍କ ୫୬ ବର୍ଷ ବୟସରେ  ପରଲୋକ ହୋଇଯାଇଛି l କିଛିଦିନ ଧରି ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂକଟପନ୍ନ ଥିଲା l ସେ  ୧୯୮୯ ମସିହା ରେ ଅଞ୍ଚଳ ମହାବିଦ୍ୟାଳୟ ରେ  ଯୋଗଦେଇଥିଲେ l ଏହା ସହିତ ସେ ପଦ୍ମପୁର ର 'ଲୁ' ନାଟ୍ୟ ସଂସ୍ଥା ସହିତ ଜଡିତ ରହି "ଅସୁର " ଓ "ଅମ୍ବା " ନାଟକ ରେ ଅଭିନୟ କରିଥିଲେ l ସେ ତାଙ୍କର ପତ୍ନୀ, ଏକମାତ୍ର ପୁତ୍ର ଦେବାଶିଷ ଓ କନ୍ୟା ଅନନ୍ୟା କୁ ଛାଡି ଯାଇଛନ୍ତି l ସ୍ଥାନୀୟ ସ୍ମଶାନ ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି l ତାଙ୍କ ମୃତ୍ୟୁ ରେ ଅଞ୍ଚଳ ରେ ଶୋକର ଛାୟା ଖେଳିଯାଇଛି l 

  • Log in to post comments
ପ୍ରାଧ୍ୟାପକ ରମାକାନ୍ତ ରାଉତ ଙ୍କ ପରଲୋକ

GANAISTAHAR.COM

-A A +A

Recent content

  • ପୂର୍ବତନ ସରପଞ୍ଚଙ୍କ ପତ୍ନୀଙ୍କ ପରଲୋକ 1 day ago

    (ବରଗଡ) ଗଣ ଇସ୍ତାହାର 0୧/0୩ - ବରଗଡ ଉପକଣ୍ଠ ସରସରା ଗ୍ରାମର ପୂର୍ବତନ ସରପଞ୍ଚ ଗୌରହରୀ ପଧାନଙ୍କ ଧର୍ମପତ୍ନୀ ଯଶୋଦା ପଧାନ ଙ୍କ ପରଲୋକ ହୋଇଯାଇଛି l ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହେଉଥିଲା l ସେ

  • ସମ୍ବଲପୁରୀ କଥାନି ବହି ପୁହୁରେନ ଉନ୍ମୋଚିତ2 days ago

    BGH

  • ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ 3 days ago

    (ଅମ୍ବାଭୋନା) ଗଣ ଇସ୍ତାହାର ୨୮/0୨ - ଅମ୍ବାଭୋନା ବ୍ଲକ ପ୍ରତିଭା ପରିପ୍ରକାଶ ସଂସଦ, କର୍ଲା ଆନୁକୂଲ୍ୟରେ ବୀର ସୁରେନ୍ଦ୍ର ସାଏଙ୍କ ୧୩ ୭ ତମ ଶ୍ରାଦ୍ଧବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି l ଅବସରପ୍ରାପ

  • ପ୍ରଧାନ ଶିକ୍ଷକଙ୍କ ଅବସର ଗ୍ରହଣ 3 days ago

  • ପ୍ରଧାନ ଶିକ୍ଷକଙ୍କ ପରଲୋକ 4 days ago

    Lakhamara

  • ସଡ଼କ ସୁରକ୍ଷା ସମ୍ପର୍କିତ ଡାକ ଲଫାପା ଉନ୍ମୋଚିତ5 days ago

    BGH

  • ସରକାର ଧାନ ନକିଣିଲେ ଭୟଙ୍କର ଆନ୍ଦୋଳନ ହେବ 5 days 8 hours ago

    (ପଦ୍ମପୁର) ଗଣଇସ୍ତାହାର ୨୬/0୨ - ଦୀର୍ଘ ୧୧ ଦିନ ଧରି ଟ୍ରାକ୍ଟର ବୋଝେଇ ଧାନ ରଖି ପଦ୍ମପୁର  ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଚାଷୀ ମାନେ ଆନ୍ଦୋଳନ କରିଛନ୍ତି l ଏହାର କୌଣସି ନିଷ୍କର୍ଷ ନ ବାହାରି

  • ପ୍ରତିଧ୍ୱନି ର ଅନ୍ତରାଳେ ପୁସ୍ତକ ଉନ୍ମୋଚିତ5 days ago

    ବରଗଡ଼

  • ଫ୍ୟାଲେରିଆ ନିରାକରଣ ଅଭିଯାନର ଶୁଭାରମ୍ଭ 6 days 8 hours ago

    (ପଦ୍ମପୁର) ଗଣ ଇସ୍ତାହାର ୨୬/0୨ - ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ପରିସର ମଧ୍ୟରେ ଫ୍ୟାଲେରିଆ ନିରାକରଣ ଅଭିଯାନ ର ଶୁଭାରମ୍ଭ କରାଯାଇଛି l ଏହି କାର୍ଯ୍ୟକ୍ରମ ରେ ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ତନ୍ମୟ କୁମ

  • "କବିତା ପାଠ ଆର ଆଲୋଚନା " ସାହିତ୍ୟ ଉତ୍ସବ ଅନୁଷ୍ଠିତ 6 days ago

    PADAMPUR

  • ମିଟ କମ୍ପୁଟର ର ୨୨ତମ ବାର୍ଷିକ ଉତ୍ସବ 1 week ago

    Barg

  • ଧାନର ଅଭାବୀ ବିକ୍ରି ପ୍ରସଙ୍ଗ - ସରକାରୀ ଅଫିସ ଅଚଳ କଲେ ଚାଷୀ 1 week ago


     

  • ବରିଷ୍ଠ ଓକିଲ ସୁବାଷ ଗଡତିଆ ଙ୍କ ଦେହାନ୍ତ1 week ago

    BGH

  • ୱାଗ୍ନର - ବାଇକ ମୁହାଁମୁହିଁ ଧକ୍କା, ବାଇକ ଚାଳକ ମୃତ 1 week ago

    Bar

  • ରୋଷେଇ ଗ୍ୟାସ ଟାଙ୍କି ବିସ୍ଫୋରଣ ରେ ଯୁବକ ମୃତ1 week ago

    ବରଗଡ଼

  • ଚାଷୀଙ୍କ ଧୌର୍ଯ୍ୟାଚ୍ୟୁତି - ଦଶମ ଦିନରେ ରାସ୍ତାରୋକ 1 week ago

    Pad

  • ତହସିଲ ଅଫିସ ରେ ଧାନ 1 week ago

    ବରଗଡ

  • ଡି ଆର ୟୁ ସି ସି କମିଟି ସଦସ୍ୟ ରୂପେ ପ୍ରଦୀପ ଦେବତା ମନୋନୀତ 1 week ago

    BGH

  • ପ୍ରାଧ୍ୟାପକ ରମାକାନ୍ତ ରାଉତ ଙ୍କ ପରଲୋକ 1 week ago

    PADAMPUR

  • ପ୍ରଶାସନିକ ଅଧିକାରୀଙ୍କୁ ଘେରିଲେ ଚାଷୀ 1 week ago

    PADAMPUR

Tools

Show — Tools Hide — Tools
  • Forums
  • Recent content

Search

ଗଣଇସ୍ତାହାର

Show — ଗଣଇସ୍ତାହାର Hide — ଗଣଇସ୍ତାହାର
  • Contact

ଗଣଇସ୍ତାହାର

Home
ଗଣଇସ୍ତାହାର
ସତ୍ୟର ଅନୁସନ୍ଧାନ