Skip to main content

User account menu

Show — User account menu Hide — User account menu
  • Log in
Home

ମୁଖ୍ୟ ସୂଚୀ

Show — ମୁଖ୍ୟ ସୂଚୀ Hide — ମୁଖ୍ୟ ସୂଚୀ
  • Home
  • ବରିଷ୍ଠ ଚାଷୀନେତା ଗଙ୍ଗା ପ୍ରସାଦ ବେହେରାଙ୍କ ଦେହାନ୍ତ
Submitted by editor on Tue, 11/30/2021 - 09:12

BGH(ବରଗଡ ) ଗଣଇସ୍ତାହାର ୩0/୧୧ - ବରଗଡ ଜିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ସଂଘର ବାର୍ଷିକ ଅଧିବେଶନ ତୁରୁଙ୍ଗା ସ୍ଥିତ ମାଁ ବୈଷ୍ଣଦେବୀ ମନ୍ଦିର ପ୍ରାଙ୍ଗଣରେ ସଂଘର ସଭାପତି ସୁଦାମ ମିର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସମ୍ପାଦକ ତେଜଭାନୁ ସାହୁ ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିଲେ l ସ୍ୱାସ୍ଥ୍ୟ ବିଭାଗ ତରଫରୁ ପ୍ରକାଶିତ ୩ -୧୧ - ୨0 ପତ୍ରକୁ ସରକାର ଶୀଘ୍ର ପ୍ରତ୍ୟାହାର ନକଲେ ସଂଘ ଆନ୍ଦୋଳନକୁ ଓଲ୍ହାଇବକୁ ସ୍ଥିର କରାଯାଇଥିଲା l ସ୍ୱାସ୍ଥ୍ୟ ପରିଦର୍ଶକ ବିହାରୀ ବାରିକ  ଜିଲ୍ଲାର ପ୍ରଥମ ପି . ଏଚ. ଇ. ଓ  ଓ ରବିନ୍ଦ୍ର ମୋହନ ଦାସ ଷ୍ଟେଟ ଟି ଓ ଟି ରେ ଅଂଶଗ୍ରହଣ କରିବାପାଇଁ ମନୋନୀତ ହୋଇଥିବାରୁ ଉଭୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଶେଷରେ କୁଞ୍ଜବିହାରୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l 

  • Log in to post comments
ଜିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ସଂଘର ବାର୍ଷିକ ଅଧିବେଶନ

GANAISTAHAR.COM

-A A +A

Recent content

  • ଶତାୟୁଙ୍କ ପରଲୋକ 4 days ago

    ବରଗଡ

  • ବରଗଡ଼ : କୋଭିଡ଼ ତଥ୍ୟରେ ବଡ଼ ଧରଣର ତୃଟୀ2 weeks ago

    Sarla

  • ଦେବାହାଲ ଜହ୍ନ।ପଡ଼ା ରାସ୍ତାର ଶିଳାନ୍ୟାସ1 month ago

    ବରଗଡ଼

  • ଗଣଇସ୍ତାହାରର ବରିଷ୍ଠ ସାମ୍ବାଦିକ ବିଜୟ ଦାଶଙ୍କ ଦେହାନ୍ତ1 month ago

    ବିଜୟ ଦାଶ

  • ନିଶା ନିବାରଣ ସଚେତନତା କର୍ମଶାଳା 1 month ago

    (ବରଗଡ) ଗଣଇସ୍ତାହାର ୧୭/୧୨ - ବରଗଡ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପଞ୍ଚାୟତ କଲେଜ ପରିସରରେ ନିଶା ନିବାରଣ ସଚେତନତା କର୍ମଶାଳା  ଅଧ୍ୟକ୍ଷ ପତିତପାବନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହ

  • ପେଟ୍ରୋଲ ପମ୍ପ ରେ କାମ କରୁଛନ୍ତି ମହିଳା1 month ago

    BGH

  • ପଶ୍ଚିମ ଓଡ଼ିଶାରୁ ପାଂଚ ଜଣଙ୍କୁ ଫେଲୋସିପ ପ୍ରଦାନ1 month ago

    Dalit

  • ନବାଗତଙ୍କୁ ସ୍ୱାଗତ 1 month ago

    ଭେଡେନ

  • କୁରୁମକେଲ ରେ ପୁନର୍ବାସ ପ୍ରକ୍ରିୟା ଆରମ୍ଭ1 month ago

    BGH

  • ଆର ଏମ ସି କର୍ମଚାରୀ ଙ୍କୁ କ୍ଲିନଚିଟ ?1 month ago

    BGH

  • ମାଣ୍ଡୋସିଲ ମଣ୍ଡିରୁ ୮୧ ବସ୍ତା ଧାନ ଜବତ1 month ago

    Mandosil

  • ବରଗଡ଼ ଧନୁଯାତ୍ରା ସ୍ଥଗିତ1 month ago

    ଧନୁଯାତ୍ରା

  • ଆନ୍ତର୍ଜାତିକ ମାନବିକ ଅଧିକାର ଦିବସ ପାଳିତ1 month ago

    BGH

  • ଚର୍ଚ୍ଚାରେ ଚିତ୍ତ ଭାଗିରଥି1 month ago

    Chitta

  • କମଗାଁ ହଷ୍ଟେଲର ୧୯ ଅନ୍ତେବାସୀ ଡ଼ାକ୍ତରଖାନାରେ ଭର୍ତ୍ତି1 month ago

    Kamgaon

  • ୪୬ ମଣ୍ଡିରେ ନିଲ୍‌, ଧାନ ବିକ୍ରି କୁ ନେଇ ଦୋଛକିରେ ଚାଷୀ , 1 month ago

    PADAMPUR

  • ଧନ୍ୟ ସେ ଇଞ୍ଜିନିଅର !1 month ago

    Dda

  • ମୃତ୍ୟୁ ପରେ ନେତ୍ର ଦାନ1 month ago

    BGH

  • ଗୈାରେନମୁଣ୍ଡାରେ ସବର୍ଣ୍ଣ ଅସବର୍ଣ୍ଣ ବିବାଦ, ୧୪୪ ଧାରା ଜାରି1 month ago

    BGH

  • ବରଗଡ଼ ରେ ବିଶ୍ୱ ମୃତ୍ତିକା ଦିବସ ପାଳନ1 month ago

    Bgh

Tools

Show — Tools Hide — Tools
  • Forums
  • Recent content

Search

ଗଣଇସ୍ତାହାର

Show — ଗଣଇସ୍ତାହାର Hide — ଗଣଇସ୍ତାହାର
  • Contact

ଗଣଇସ୍ତାହାର

Home
ଗଣଇସ୍ତାହାର
ସତ୍ୟର ଅନୁସନ୍ଧାନ