Skip to main content

User account menu

Show — User account menu Hide — User account menu
  • Log in
Home

ମୁଖ୍ୟ ସୂଚୀ

Show — ମୁଖ୍ୟ ସୂଚୀ Hide — ମୁଖ୍ୟ ସୂଚୀ
  • Home
  • ବରିଷ୍ଠ ଚାଷୀନେତା ଗଙ୍ଗା ପ୍ରସାଦ ବେହେରାଙ୍କ ଦେହାନ୍ତ
Submitted by editor on Thu, 12/09/2021 - 10:26

Kamgaon(ବରଗଡ଼) ଗଣ ଇସ୍ତାହାର ୦୯/୧୨ – ବରଗଡ଼ ନିକଟସ୍ଥ କମଗାଁ ଜୁନିୟର କଲେଜ ହଷ୍ଟେଲରେ ରହୁଥିବା ୧୯ ଜଣ ଅନ୍ତେବାସୀ ଅସୁସ୍ଥ ହୋଇପଡ଼ିଛନ୍ତି । ସେମାନଙ୍କୁ ଖେଦାପାଲି ସ୍ଥିତ ଜିଲ୍ଳା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିଷାକ୍ତ ପାଣି ପିଇ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । କୋଭିଡ଼ ଜନିତ ସ୍ଥିତି ସ୍ୱାଭାବିକ ହେବା ପରେ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ଶିକ୍ଷାନୁଷ୍ଠାନ ଖୋଲିଥିଲା । ତେବେ ଆଗାମୀ ୧୯ ତାରିଖ ଦିନ ପୁଣି ଲକଡାଉନ ହେବ ବୋଲି ସୋସିଆଲ ମିଡ଼ିଆରେ ଏକ ଗୁଜବ ପ୍ରଚାରିତ ହୋଇଥିଲା । ମାତ୍ର  ତାହା ଗୁଜବ ବୋଲି ଜଣାପଡ଼ିବା ପରେ ଉକ୍ତ ହଷ୍ଟେଲର ଜଣେ ଛାତ୍ର ଲକଡ଼ାଉନ ନିଶ୍ଚୟ ହେବ ବୋଲି ସାଙ୍ଗ ମାନଙ୍କୁ କହିଥିଲା । ଦୁିଦିନ ଆଗରୁ ସେ ଘରୁ ଆଣିଥିବା ହରମୋନ ପାଣିରେ ମିଶାଇ ନିଜେ ପିଇବା ସହ ସାଙ୍ଗ ମାନଙ୍କୁ ପିଇବାକୁ ଦେଇଥିଲା । ତାହା ପିଇବା ପରେ ଛାତ୍ରମାନେ ଅସୁସ୍ଥ ଅନୁଭବ କରିଥିଲେ । ସେମାନଙ୍କୁ ତୁରନ୍ତ ଡ଼ାକ୍ତରଖାନା ନିଆଯାଇଥିଲା । ତେବେ ସେହି ପାଣି ପିଇ ନଥିବା କିଛି ଛାତ୍ର ମଧ୍ୟ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ମଧ୍ୟ ଡାକ୍ତରଖାନା ନିଆଯାଇଛି । ଡାକ୍ତରଖାନାରେ ସମସ୍ତେ ସୁସ୍ଥ ଅଛନ୍ତି ଏବଂ ସମସ୍ତଙ୍କୁ ଛାଡ଼ି ଦିଆଯିବ ବୋଲି ସୂଚନା ମିଳିଛି । ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଉକ୍ତ ଶିକ୍ଷାନୁଷ୍ଠାନ ପକ୍ଷରୁ ସମସ୍ତ ଅବିଭାବକ ମାନଙ୍କୁ ଡ଼କାଯାଇଥିବା ଜଣାପଡ଼ିଛି ।

  • Log in to post comments
କମଗାଁ ହଷ୍ଟେଲର ୧୯ ଅନ୍ତେବାସୀ ଡ଼ାକ୍ତରଖାନାରେ ଭର୍ତ୍ତି

GANAISTAHAR.COM

-A A +A

Recent content

  • PRESS MEET BJP YUB MORCHA6 days ago

  • ଶତାୟୁଙ୍କ ପରଲୋକ 4 months 4 weeks ago

    ବରଗଡ

  • ବରଗଡ଼ : କୋଭିଡ଼ ତଥ୍ୟରେ ବଡ଼ ଧରଣର ତୃଟୀ5 months 1 week ago

    Sarla

  • ଦେବାହାଲ ଜହ୍ନ।ପଡ଼ା ରାସ୍ତାର ଶିଳାନ୍ୟାସ5 months ago

    ବରଗଡ଼

  • ଗଣଇସ୍ତାହାରର ବରିଷ୍ଠ ସାମ୍ବାଦିକ ବିଜୟ ଦାଶଙ୍କ ଦେହାନ୍ତ5 months ago

    ବିଜୟ ଦାଶ

  • ନିଶା ନିବାରଣ ସଚେତନତା କର୍ମଶାଳା 6 months ago

    (ବରଗଡ) ଗଣଇସ୍ତାହାର ୧୭/୧୨ - ବରଗଡ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପଞ୍ଚାୟତ କଲେଜ ପରିସରରେ ନିଶା ନିବାରଣ ସଚେତନତା କର୍ମଶାଳା  ଅଧ୍ୟକ୍ଷ ପତିତପାବନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହ

  • ପେଟ୍ରୋଲ ପମ୍ପ ରେ କାମ କରୁଛନ୍ତି ମହିଳା6 months ago

    BGH

  • ପଶ୍ଚିମ ଓଡ଼ିଶାରୁ ପାଂଚ ଜଣଙ୍କୁ ଫେଲୋସିପ ପ୍ରଦାନ6 months ago

    Dalit

  • ନବାଗତଙ୍କୁ ସ୍ୱାଗତ 6 months ago

    ଭେଡେନ

  • କୁରୁମକେଲ ରେ ପୁନର୍ବାସ ପ୍ରକ୍ରିୟା ଆରମ୍ଭ6 months ago

    BGH

  • ଆର ଏମ ସି କର୍ମଚାରୀ ଙ୍କୁ କ୍ଲିନଚିଟ ?6 months ago

    BGH

  • ମାଣ୍ଡୋସିଲ ମଣ୍ଡିରୁ ୮୧ ବସ୍ତା ଧାନ ଜବତ6 months ago

    Mandosil

  • ବରଗଡ଼ ଧନୁଯାତ୍ରା ସ୍ଥଗିତ6 months ago

    ଧନୁଯାତ୍ରା

  • ଆନ୍ତର୍ଜାତିକ ମାନବିକ ଅଧିକାର ଦିବସ ପାଳିତ6 months ago

    BGH

  • ଚର୍ଚ୍ଚାରେ ଚିତ୍ତ ଭାଗିରଥି6 months 1 week ago

    Chitta

  • କମଗାଁ ହଷ୍ଟେଲର ୧୯ ଅନ୍ତେବାସୀ ଡ଼ାକ୍ତରଖାନାରେ ଭର୍ତ୍ତି6 months 1 week ago

    Kamgaon

  • ୪୬ ମଣ୍ଡିରେ ନିଲ୍‌, ଧାନ ବିକ୍ରି କୁ ନେଇ ଦୋଛକିରେ ଚାଷୀ , 6 months 1 week ago

    PADAMPUR

  • ଧନ୍ୟ ସେ ଇଞ୍ଜିନିଅର !6 months ago

    Dda

  • ମୃତ୍ୟୁ ପରେ ନେତ୍ର ଦାନ6 months ago

    BGH

  • ଗୈାରେନମୁଣ୍ଡାରେ ସବର୍ଣ୍ଣ ଅସବର୍ଣ୍ଣ ବିବାଦ, ୧୪୪ ଧାରା ଜାରି6 months ago

    BGH

Tools

Show — Tools Hide — Tools
  • Forums
  • Recent content

Search

ଗଣଇସ୍ତାହାର

Show — ଗଣଇସ୍ତାହାର Hide — ଗଣଇସ୍ତାହାର
  • Contact

ଗଣଇସ୍ତାହାର

Home
ଗଣଇସ୍ତାହାର
ସତ୍ୟର ଅନୁସନ୍ଧାନ