Skip to main content

User account menu

Show — User account menu Hide — User account menu
  • Log in
Home

ମୁଖ୍ୟ ସୂଚୀ

Show — ମୁଖ୍ୟ ସୂଚୀ Hide — ମୁଖ୍ୟ ସୂଚୀ
  • Home
  • ବରିଷ୍ଠ ଚାଷୀନେତା ଗଙ୍ଗା ପ୍ରସାଦ ବେହେରାଙ୍କ ଦେହାନ୍ତ
Submitted by editor on Fri, 12/10/2021 - 13:30

BGH(ବରଗଡ଼)ଗଣ ଇସ୍ତାହାର ୧୦/୧୨ – ବରଗଡ଼ ପାଂଚାୟତ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ମାନବିକ ଅଧିକାର ଦିବସ ପାଳିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ପତିତପାବନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ସୁବଳ ମେହେର, ଅଧ୍ୟାପକ ଡ଼ଃ ପ୍ରଭାସ କୁମାର ସାହୁ, ଦିପ୍ତିମୟୀ ନାୟକ, ଅଭିପସା ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ଜାତିସଂଘ ଦ୍ୱାରା ହୋଇଥିବା ସାର୍ବଜନୀନ ମାନବିକ ଅଧିକାର ଘୋଷଣାନାମାର ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ମୁକ୍ତ ଓ ସମ୍ମାନଜନକ ଭାବରେ ବଂଚିବା ପାଇଁ ମାନବିକ ଅଧିକାରର ଆବଶ୍ୟକତା ଉପରେ ଅଧ୍ୟକ୍ଷ ଶ୍ରୀ ସାହୁ ଗୁରୁତ୍ୱାରୋପ କରିଥିଲେ । ଆନ୍ତର୍ଜାତିକ ଓ ଜାତୀୟ ସ୍ତରରେ ମାନବିକ ଅଧିକାରର ଉଲଂଘନ କିଭଳି ସମସ୍ୟା ସୃଷ୍ଟି କରେ ସେ ବିଷୟରେ ବିଭିନ୍ନ ଉଦାହରଣ ଦେଇ ଛାତ୍ରଛାତ୍ରୀଙ୍କ ଜ୍ଞାନର ପରିସର ବୃଦ୍ଧି କରିଥିଲେ ଅଧ୍ୟାପକ ମେହେର । କଲେଜର ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଶକ୍ତି ପ୍ରଧାନ, ସସ୍ମିତା ସ୍ୱାଇଁ, ଶ୍ୱେତା କୁମାର ପ୍ରସାଦ ଏହି ପ୍ରସଙ୍ଗରେ ନିଜର ମତ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା ହୋଇଥିଲା । ଶେଷରେ ବିଜୟ କୁମାର ନାଗ ଧନ୍ୟବାଦ ଅର୍ପଣ କରିଥିଲେ ।

  • Log in to post comments
ଆନ୍ତର୍ଜାତିକ ମାନବିକ ଅଧିକାର ଦିବସ ପାଳିତ

GANAISTAHAR.COM

-A A +A

Recent content

  • PRESS MEET BJP YUB MORCHA2 days ago

  • ଶତାୟୁଙ୍କ ପରଲୋକ 4 months 3 weeks ago

    ବରଗଡ

  • ବରଗଡ଼ : କୋଭିଡ଼ ତଥ୍ୟରେ ବଡ଼ ଧରଣର ତୃଟୀ5 months 1 week ago

    Sarla

  • ଦେବାହାଲ ଜହ୍ନ।ପଡ଼ା ରାସ୍ତାର ଶିଳାନ୍ୟାସ5 months ago

    ବରଗଡ଼

  • ଗଣଇସ୍ତାହାରର ବରିଷ୍ଠ ସାମ୍ବାଦିକ ବିଜୟ ଦାଶଙ୍କ ଦେହାନ୍ତ5 months ago

    ବିଜୟ ଦାଶ

  • ନିଶା ନିବାରଣ ସଚେତନତା କର୍ମଶାଳା 5 months 3 weeks ago

    (ବରଗଡ) ଗଣଇସ୍ତାହାର ୧୭/୧୨ - ବରଗଡ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପଞ୍ଚାୟତ କଲେଜ ପରିସରରେ ନିଶା ନିବାରଣ ସଚେତନତା କର୍ମଶାଳା  ଅଧ୍ୟକ୍ଷ ପତିତପାବନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହ

  • ପେଟ୍ରୋଲ ପମ୍ପ ରେ କାମ କରୁଛନ୍ତି ମହିଳା5 months 3 weeks ago

    BGH

  • ପଶ୍ଚିମ ଓଡ଼ିଶାରୁ ପାଂଚ ଜଣଙ୍କୁ ଫେଲୋସିପ ପ୍ରଦାନ5 months 3 weeks ago

    Dalit

  • ନବାଗତଙ୍କୁ ସ୍ୱାଗତ 5 months ago

    ଭେଡେନ

  • କୁରୁମକେଲ ରେ ପୁନର୍ବାସ ପ୍ରକ୍ରିୟା ଆରମ୍ଭ6 months ago

    BGH

  • ଆର ଏମ ସି କର୍ମଚାରୀ ଙ୍କୁ କ୍ଲିନଚିଟ ?6 months ago

    BGH

  • ମାଣ୍ଡୋସିଲ ମଣ୍ଡିରୁ ୮୧ ବସ୍ତା ଧାନ ଜବତ6 months ago

    Mandosil

  • ବରଗଡ଼ ଧନୁଯାତ୍ରା ସ୍ଥଗିତ6 months ago

    ଧନୁଯାତ୍ରା

  • ଆନ୍ତର୍ଜାତିକ ମାନବିକ ଅଧିକାର ଦିବସ ପାଳିତ6 months ago

    BGH

  • ଚର୍ଚ୍ଚାରେ ଚିତ୍ତ ଭାଗିରଥି6 months 1 week ago

    Chitta

  • କମଗାଁ ହଷ୍ଟେଲର ୧୯ ଅନ୍ତେବାସୀ ଡ଼ାକ୍ତରଖାନାରେ ଭର୍ତ୍ତି6 months 1 week ago

    Kamgaon

  • ୪୬ ମଣ୍ଡିରେ ନିଲ୍‌, ଧାନ ବିକ୍ରି କୁ ନେଇ ଦୋଛକିରେ ଚାଷୀ , 6 months 1 week ago

    PADAMPUR

  • ଧନ୍ୟ ସେ ଇଞ୍ଜିନିଅର !6 months ago

    Dda

  • ମୃତ୍ୟୁ ପରେ ନେତ୍ର ଦାନ6 months ago

    BGH

  • ଗୈାରେନମୁଣ୍ଡାରେ ସବର୍ଣ୍ଣ ଅସବର୍ଣ୍ଣ ବିବାଦ, ୧୪୪ ଧାରା ଜାରି6 months ago

    BGH

Tools

Show — Tools Hide — Tools
  • Forums
  • Recent content

Search

ଗଣଇସ୍ତାହାର

Show — ଗଣଇସ୍ତାହାର Hide — ଗଣଇସ୍ତାହାର
  • Contact

ଗଣଇସ୍ତାହାର

Home
ଗଣଇସ୍ତାହାର
ସତ୍ୟର ଅନୁସନ୍ଧାନ