Skip to main content

User account menu

Show — User account menu Hide — User account menu
  • Log in
Home

ମୁଖ୍ୟ ସୂଚୀ

Show — ମୁଖ୍ୟ ସୂଚୀ Hide — ମୁଖ୍ୟ ସୂଚୀ
  • Home
  • ବରିଷ୍ଠ ଚାଷୀନେତା ଗଙ୍ଗା ପ୍ରସାଦ ବେହେରାଙ୍କ ଦେହାନ୍ତ
Submitted by editor on Tue, 12/14/2021 - 20:25

Mandosil(ପାଇକମାଲ ) ଗଣ ଇସ୍ତାହାର ୧୪/୧୨ – ପଦ୍ମପୁର ନିୟନ୍ତ୍ରୀତ ବଜାର କମିଟି ଅନ୍ତର୍ଗତ ମାଣ୍ଡୋସିଲ ମଣ୍ଡିରେ ଥିବା ୮୧ ବସ୍ତା ଧାନ ଜବତ କରାଯାଇଛି । ବରଗଡ଼ ଜିଲ୍ଳାପାଳ ମନିଷା ବାନାର୍ଜି ଆଜି ଏହି ମଣ୍ଡି ପରିଦର୍ଶନରେ ଯାଇଥିବା ବେଳେ ମଣ୍ଡିରେ ଏଣ୍ଟ୍ରି ହୋଇଥିବା ଧାନ ମଧ୍ୟରୁ ୮୧ ବସ୍ତା ( ୩୨.୯୦ କୁଇଣ୍ଟାଲ) ଧାନ ଅଧିକ ଥିବା ଜଣାପଡ଼ିଥିଲା । ସେହି ଧାନର କେହି ଦାବିଦାର ନଥିବାରୁ ତହାକୁ ତୁରନ୍ତ ଜବତ କରାଯାଇଛି । ଆରଏମସି କର୍ମଚାରୀ ଶରତ ଚନ୍ଦ୍ର ହଂସ ତାହାକୁ ଜବତ କରିବା ସହ ଲଉଡ଼ମାଲର ହନୁମାନ ଫୁଡ଼ ପ୍ରଡକ୍ଟକୁ ଜିମା ଦେଇଛନ୍ତି ।

  • Log in to post comments
ମାଣ୍ଡୋସିଲ ମଣ୍ଡିରୁ ୮୧ ବସ୍ତା ଧାନ ଜବତ

GANAISTAHAR.COM

-A A +A

Recent content

  • PRESS MEET BJP YUB MORCHA3 days ago

  • ଶତାୟୁଙ୍କ ପରଲୋକ 4 months 4 weeks ago

    ବରଗଡ

  • ବରଗଡ଼ : କୋଭିଡ଼ ତଥ୍ୟରେ ବଡ଼ ଧରଣର ତୃଟୀ5 months 1 week ago

    Sarla

  • ଦେବାହାଲ ଜହ୍ନ।ପଡ଼ା ରାସ୍ତାର ଶିଳାନ୍ୟାସ5 months ago

    ବରଗଡ଼

  • ଗଣଇସ୍ତାହାରର ବରିଷ୍ଠ ସାମ୍ବାଦିକ ବିଜୟ ଦାଶଙ୍କ ଦେହାନ୍ତ5 months ago

    ବିଜୟ ଦାଶ

  • ନିଶା ନିବାରଣ ସଚେତନତା କର୍ମଶାଳା 6 months ago

    (ବରଗଡ) ଗଣଇସ୍ତାହାର ୧୭/୧୨ - ବରଗଡ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପଞ୍ଚାୟତ କଲେଜ ପରିସରରେ ନିଶା ନିବାରଣ ସଚେତନତା କର୍ମଶାଳା  ଅଧ୍ୟକ୍ଷ ପତିତପାବନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହ

  • ପେଟ୍ରୋଲ ପମ୍ପ ରେ କାମ କରୁଛନ୍ତି ମହିଳା6 months ago

    BGH

  • ପଶ୍ଚିମ ଓଡ଼ିଶାରୁ ପାଂଚ ଜଣଙ୍କୁ ଫେଲୋସିପ ପ୍ରଦାନ6 months ago

    Dalit

  • ନବାଗତଙ୍କୁ ସ୍ୱାଗତ 5 months ago

    ଭେଡେନ

  • କୁରୁମକେଲ ରେ ପୁନର୍ବାସ ପ୍ରକ୍ରିୟା ଆରମ୍ଭ6 months ago

    BGH

  • ଆର ଏମ ସି କର୍ମଚାରୀ ଙ୍କୁ କ୍ଲିନଚିଟ ?6 months ago

    BGH

  • ମାଣ୍ଡୋସିଲ ମଣ୍ଡିରୁ ୮୧ ବସ୍ତା ଧାନ ଜବତ6 months ago

    Mandosil

  • ବରଗଡ଼ ଧନୁଯାତ୍ରା ସ୍ଥଗିତ6 months ago

    ଧନୁଯାତ୍ରା

  • ଆନ୍ତର୍ଜାତିକ ମାନବିକ ଅଧିକାର ଦିବସ ପାଳିତ6 months ago

    BGH

  • ଚର୍ଚ୍ଚାରେ ଚିତ୍ତ ଭାଗିରଥି6 months 1 week ago

    Chitta

  • କମଗାଁ ହଷ୍ଟେଲର ୧୯ ଅନ୍ତେବାସୀ ଡ଼ାକ୍ତରଖାନାରେ ଭର୍ତ୍ତି6 months 1 week ago

    Kamgaon

  • ୪୬ ମଣ୍ଡିରେ ନିଲ୍‌, ଧାନ ବିକ୍ରି କୁ ନେଇ ଦୋଛକିରେ ଚାଷୀ , 6 months 1 week ago

    PADAMPUR

  • ଧନ୍ୟ ସେ ଇଞ୍ଜିନିଅର !6 months ago

    Dda

  • ମୃତ୍ୟୁ ପରେ ନେତ୍ର ଦାନ6 months ago

    BGH

  • ଗୈାରେନମୁଣ୍ଡାରେ ସବର୍ଣ୍ଣ ଅସବର୍ଣ୍ଣ ବିବାଦ, ୧୪୪ ଧାରା ଜାରି6 months ago

    BGH

Tools

Show — Tools Hide — Tools
  • Forums
  • Recent content

Search

ଗଣଇସ୍ତାହାର

Show — ଗଣଇସ୍ତାହାର Hide — ଗଣଇସ୍ତାହାର
  • Contact

ଗଣଇସ୍ତାହାର

Home
ଗଣଇସ୍ତାହାର
ସତ୍ୟର ଅନୁସନ୍ଧାନ